Skip to content
- ଚନ୍ଦନ ଯାତ୍ରା: ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା): ଗନ୍ଧଲେପନ ଯାତ୍ରା
- ସ୍ନାନ ପୂର୍ଣ୍ଣିମା: ଜ୍ୟେଷ୍ଠ ଶୁକ୍ଳ ପୂର୍ଣ୍ଣିମା: ଶ୍ରୀଜଗନ୍ନାଥଙ୍କ ଜନ୍ମଦିନ, ଗଜ ବେଶ
- ରଥଯାତ୍ରା: ଆଷାଢ଼ ଶୁକ୍ଳ ଦ୍ୱିତୀୟା: ରଥରେ ଆଡ଼ପ ମଣ୍ଡପ ଗୁଣ୍ଡିଚା ମନ୍ଦିରକୁ ବିଜେ କରନ୍ତି ।
- ହରିଶୟନ ଏକାଦଶୀ: ଆଷାଢ଼ ଶୁକ୍ଳ ଏକାଦଶୀ: ବାହୁଡ଼ା ଏକାଦଶୀ ।
- କର୍କଟ ସଂକ୍ରାନ୍ତି: ଶ୍ରାବଣ କୃଷ୍ଣ ଦ୍ୱିତୀୟା: ଦକ୍ଷିଣାୟନ ଯାତ୍ରା
- ପାର୍ଶ୍ୱପରିବର୍ତ୍ତନ ଏକାଦଶୀ: ଭାଦ୍ରବ ଶୁକ୍ଳ ଏକାଦଶୀ:
- ହରି ଉତ୍ଥାପନ ଏକାଦଶୀ: କାର୍ତ୍ତିକ ଶୁକ୍ଳ ଏକାଦଶୀ: ଦେବୋତ୍ଥାନ ଏକାଦଶୀ ବା ପ୍ରବୋଧନ ଯାତ୍ରା ।
- ପ୍ରାବରଣ ଷଷ୍ଠୀ: ମାର୍ଗଶିର ଶୁକ୍ଳ ଷଷ୍ଠୀ: ମୂଳକ ଷଷ୍ଠୀ/ ଓଢ଼ଣ ଷଷ୍ଠୀ / ଗୁହ ଷଷ୍ଠୀ : ଏହିଦିନଠାରୁ ଶୀତ ବସ୍ତ୍ର ପରିଧାନ କରନ୍ତି ।
- ଦେବାଭିଷେକ: ଫାଲ୍ଗୁନ ଶୁକ୍ଳ ପୂର୍ଣ୍ଣିମା: ପୁଷ୍ୟାଭିଷେକ
- ମକର ସଂକ୍ରାନ୍ତି: ମାଘ କୃଷ୍ଣ ସପ୍ତମୀ: ଉତ୍ତରାୟଣ ଯାତ୍ରା
- ଦୋଳୋତ୍ସବ (ବସନ୍ତୋତ୍ସବ): ଫାଲ୍ଗୁନ ଶୁକ୍ଳ ପୂର୍ଣ୍ଣିମା
- ଦମନକ ଲାଗି ବା ଦମନକ ଚୋରି: ଚୈତ୍ର ଶୁକ୍ଳ ଚତୁର୍ଦ୍ଦଶୀ